Browsing Tag

5T Secretary VK Pandian

ପ୍ରସ୍ତାବିତ ଆନ୍ତର୍ଜାତିକ ହକି ଷ୍ଟାଡିୟମର ସ୍ଥାନ ପରିଦର୍ଶନ କଲେ ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ

ଭୁବନେଶ୍ବର: ଆଜି ମୁଖ୍ୟଶାସନ ସଚିବ ସୁରେଶ ମହାପାତ୍ର , ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ଡିଆନ ଏବଂ କ୍ରୀଡା ଓ ଯୁବ ସେବା ବିଭାଗର ସ୍ବତନ୍ତ୍ର ସଚିବ ଆର୍ ଭିନିଲ କ୍ରିଷ୍ଣା ରାଉରକେଲା ଯାଇ ବିପିୟୁଟି ପରିସରରେ ନିର୍ମିତ ହେବାକୁ ଥିବା ପ୍ରସ୍ତାବିତ ଆନ୍ତର୍ଜାତୀୟ ହକି ଷ୍ଟାଡିୟମ…

ପୁରୀ ଓ ଲିଙ୍ଗରାଜ ଢାଞ୍ଚାରେ ସମଲେଶ୍ବରୀ ମନ୍ଦିରର ହେବ ପାରିପାର୍ଶିକ ବିକାଶ ଓ ସୌନ୍ଦର୍ଯ୍ୟକରଣ

ସମ୍ବଲପୁର- ସମ୍ବଲପୁର ଗସ୍ତ କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ୫-ଟି ସଚିବ ଭି.କେ ପାଣ୍ଡିଆନ । ଦୁଇ ସଚିବ ମାଆ ସମଲେଶ୍ୱରୀ ମନ୍ଦିର ଯାଇ ଦର୍ଶନ କରିଛନ୍ତି । ଏହାସହ ବିକାଶମୂଳକ କାମର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ । ମୁଖ୍ୟମନ୍ତ୍ରୀ ନବୀନ…

ରାଜଧାନୀର ବିଭିନ୍ନ ସ୍କୁଲ ପରିଦର୍ଶନ କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ, ଶୈକ୍ଷିକ ପରିବେଶ ନେଇ ଆଲୋଚନା

ଭୁବନେଶ୍ୱର- ୫-ଟି ସଚିବ ଭି.କେ ପାଣ୍ଡିଆନ ଆଜି ସକାଳେ ରାଜଧାନୀର ବିଭିନ୍ନ ସ୍କୁଲ ପରିଦର୍ଶନ କରିଛନ୍ତି । କ୍ୟାପିଟାଲ ହାଇସ୍କୁଲ, ୟୁନିଟ-୬, ୟୁନିଟ-୧, ଆଇଆରସି ଭିଲେଜ ସ୍କୁଲ ସମେତ ୟୁନିଟ-୯ ବାଳିକା ହାଇସ୍କୁଲ ମଧ୍ୟ ପରିଦର୍ଶନ କରିଛନ୍ତି । ଶିକ୍ଷକ ଓ ଏସଏମସି ସଦସ୍ୟଙ୍କ ସହ ଆଲୋଚନା…

ତ୍ୱରାନ୍ୱିତ ହେଲା ମହାନଦୀ ବନ୍ଦର ପ୍ରକଳ୍ପ କାର୍ଯ୍ୟ

ଚାରିହଜାର କୋଟିରୁ ଅଧିକ ଟଙ୍କା ବିନିଯୋଗ ଛଅ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ  ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ନେତୃତ୍ୱରେ 5T ସଚିବ ଭି.କେ ପାଣ୍ଡିଆନ ଏବଂ ବାଣିଜ୍ୟ ଓ ପରିବହନ ସ୍ୱତନ୍ତ୍ର ସଚିବ ମନୋଜ…

୫-ଟି ସଚିବଙ୍କ କେନ୍ଦ୍ରାପଡା ଜିଲ୍ଲା ଓ ପାରାଦୀପ ଗସ୍ତ

କେନ୍ଦ୍ରାପଡା – ୫-ଟି ସଚିବ ଭି.କେ ପାଣ୍ଡିଆନ ଅଚାନକ କେନ୍ଦ୍ରାପଡି ଜିଲ୍ଲା ଗସ୍ତ କରିଛନ୍ତି । ମହାକାଳପଡା ବ୍ଲକ ଆଖଡାଶାଳିରେ ପ୍ରସ୍ତାବିତ ନଦୀଭିତିକ ବନ୍ଦର ଅଂଚଳ ବୁଲି ଦେଖିବା ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା…